Aage Badho in Oriya

About The Book

ସଫଳ ବ୍ୟକ୍ତିମାନଙ୍କ କାର୍ଯ୍ୟ କରିବାର ଶୈଳୀ ଅନ୍ୟ ଲୋକଙ୍କଠାରୁ ଭିନ୍ନ ହୋଇଥାଏ । ସଫଳତା ଛୋଟ ହେଉ କିମ୍ବା ବଡ଼ ଏହା ପଛରେ ଯୋଜନା ତଥା ତଦନୁସାରେ କାର୍ଯ୍ୟ କରିବାର ବିଶେଷ ମହତ୍ତ୍ଵ ରହିଥାଏ । ସଫଳ ବ୍ୟକ୍ତି ନିଜ ଦକ୍ଷତାର ସବୁବେଳେ ଭରପୁର ଉପଯୋଗ କରନ୍ତି । ଏହି ପୁସ୍ତକରେ ସଫଳତା ହାସଲର ଅନେକ ଉପାୟ କୁହାଯାଇଛି । ଏହି ପୁସ୍ତକ ଜୀବନକୁ ଔଜଲ୍ୟମୟ କରିବା ପାଇଁ ସବୁ ଦୃଷ୍ଟିରୁ ସଂଗ୍ରହଣୀୟ ଅଟେ ।
ସ୍ଟେଟ୍ ମାର୍ଡେନ୍‌ଙ୍କ ପୁସ୍ତକଗୁଡ଼ିକର ଅଧ୍ୟୟନରେ କୋଟି କୋଟି ଲୋକମାନେ ଆତ୍ମଶୁଦ୍ଧି କାର୍ଯ୍ୟରେ ନିଷ୍ଠା ସମେତ ଜୀବନରେ ଉତ୍ସାହ ଓ ପ୍ରେରଣା ପ୍ରାପ୍ତ କରିଛନ୍ତି । ଆପଣ ମଧ୍ୟ ଏଗୁଡ଼ିକୁ ପଢ଼ନ୍ତୁ ଓ ନିଜ ମନୋରଥକୁ ହାସଲ କରିବାର ଆନନ୍ଦ ଉଠାନ୍ତୁ । ପ୍ରସ୍ତୁତ ପୁସ୍ତକ ପ୍ରତି ପାଦରେ ମାର୍ଗଦର୍ଶନ କରି ଆପଣଙ୍କ ଜୀବନ ବଦଳାଇପାରେ।
ଡାଇମଣ୍ଡ ବୁକ୍ସରେ ସ୍ଟେଟ୍ ମାର୍ଡେନ୍‌ଙ୍କ ପୁସ୍ତକ
• ଆତ୍ମବିଶ୍ଵାସର ପୁଞ୍ଜି
• ନିଜକୁ ଚିହ୍ନନ୍ତୁ
• ଆଗକୁ ବଢ଼ନ୍ତୁ
• ସଫଳତାର ସୋପାନ
• ଚିନ୍ତା ଛାଡ଼ନ୍ତୁ ସୁଖରେ ବଞ୍ଚନ୍ତୁ ଓ ହସି-ହସି କେମିତି ବଞ୍ଚିବା
• ଆପଣ କ’ଣ କରିପାରିବେନି
• ସଫଳତାର ରହସ୍ୟ
• ଜୀବନ ଓ ବ୍ୟବହାର
• ବିକାଶର ପଥ
• ଉନ୍ନତିର ମାର୍ଗ
• ସୁଯୋଗ ଚାଲିଯାଏ
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.
downArrow

Details

LOOKING TO PLACE A BULK ORDER?CLICK HERE