Chetanara Chitralipi

Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

LOOKING TO PLACE A BULK ORDER?CLICK HERE

About The Book

ସାହିତ୍ୟିକଚେତନା ଉଭୟ ମୌଳିକ ଲେଖକ ଓ ସମାଲୋଚକଙ୍କ ପାଇଁ ଅତ୍ୟାବଶ୍ୟକ । ଖାଲି ଏତିକି ନୁହେଁ ଏହି ସାହିତ୍ୟିକ ଚେତନା ଏକ 'ପାଠ' ଓ 'ପାଠକ' ପାଇଁ ଅନୁରୂପ ଭାବରେ ଆବଶ୍ୟକ । ପ୍ରତ୍ୟେକ ବ୍ୟକ୍ତି ସମାଜ ଓ ସଂସ୍କୃତିର ଆଧାର ହେଉଛି ଏହି ସାହିତ୍ୟଚେତନା ବା ସାହିତ୍ୟିକ ଚେତନା । ଜଣେ ଦାର୍ଶନିକଠାରୁ ଆରମ୍ଭକରି ବୈଜ୍ଞାନିକ ଗାର୍ହ୍ୟସ୍ଥ ପାରିପାରିକ ସାଂସାରିକ ମଣିଷଟିଏ ମଧ୍ୟ ଏହାର ଆବଶ୍ୟକତା ଅନୁଭବ କରିଥାଏ । ଏହି ଚେତନା ସାଧାରଣତଃ ପାଞ୍ଚଗୋଟି ବିନ୍ଦୁରେ ସମାହିତ । ଯଥା:-

(୧) ପାଠକୀୟ ଚେତନା: ଏହା ପାଠକ/ଦର୍ଶକର ବ୍ୟକ୍ତିଗତ ଦୃଷ୍ଟିକୋଣ ଆବେଗ ଅନୁଚିନ୍ତାବିଶେଷ ଅଟେ- ଯାହା ପାଠ/ଲେଖାଟିକୁ ପଢ଼ିଲାବେଳେ କାର୍ଯ୍ୟକାରୀ ହୁଏ ଓ ପ୍ରଭାବଶାଳୀ ହୋଇଥାଏ ।

(୨) ଲେଖକୀୟ ଚେତନା: ଏହା ଲେଖକଠାରେ ଦେଖାଯାଏ । ଲେଖକର ଉଦ୍ଦେଶ୍ୟ ଅନୁଭୂତି ପ୍ରତ୍ୟୟ ପ୍ରଭୃତି ମୂଲ୍ୟବୋଧଭିତ୍ତିକ ହୋଇ ଟେକ୍ସଟ୍ ବା ପାଠ ମାଧ୍ୟମରେ ପ୍ରତିଫଳିତ ହୋଇଥାଏ ।

(୩) ପାଠ୍ୟ ଚେତନା: ଏହା ସେହି ସାହିତ୍ୟକୃତିର ଆଭ୍ୟନ୍ତରୀଣ ଗତିତତ୍ତ୍ୱ (ୟଚ୍ଚଦ୍ଭବଜ୍ଞସମଗ୍ଦ) ବୈଚିତ୍ର‌୍ୟ ସଂରଚନା ବିରଚନା ଭାଷା-ଶୈଳୀ ମଧ୍ୟରେ ଅନ୍ତର୍ନିହିତ ।

(୪) ସାଂସ୍କୃତିକ ଚେତନା: ସାମାଜିକ ଐତିହାସିକ ଓ ସାଂସ୍କୃତିକ ପ୍ରସଙ୍ଗସବୁ ସାହିତ୍ୟକୃତିକୁ ପ୍ରଭାବିତ କରିଥାଏ । ଏହା ଏକ ଗୁରୁତ୍ୱପୂର୍ଣ୍ଣ କାରକ ହୋଇ ରହିଥାଏ । ପରୋକ୍ଷରେ ଏ ଚେତନା ଲେଖା ଓ ଲେଖକକୁ ପ୍ରଭାବିତ କରିଥାଏ ।

(୫) ସମାଲୋଚକୀୟ ଚେତନା ସାହିତ୍ୟକୃତିରେ ବ୍ୟବହୃତ ସାହିତ୍ୟିକ ଉପାଦାନାବଳୀ ଥିମ୍‌ ବିଷୟବସ୍ତୁ ପ୍ରତୀକ ରୂପକ ରୂପକଳ୍ପ ରୂପକଥାଦିର ବିଶ୍ଳେଷଣାତ୍ମକ ଓ ମୂଲ୍ୟାୟନମୂଳକ ସଚେତନତା ହିଁ ସମାଲୋଚକୀୟ ଚେତନା ।

Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
downArrow

Details