Geeta Phulara Mahaka

About The Book

<p>ଗୀତ ଫୁଲର ବାସ୍ନା ନିଆରା । ଗୀତ ଫୁଲର ବଗିଚାରେ ଫୁଲମାନଙ୍କ ସୁରଭି ବାଣ୍ଟୁଥିବାକବି ଡ. ଗୋବିନ୍ଦ ଚନ୍ଦ୍ର ଦାଶ । ଶବ୍ଦ ମାନଙ୍କର ଶୂନ୍ୟ ସଡ଼କର କଡ଼େ କଡ଼େ ଅନେକ ଅଚିହ୍ନା ଅଲୋଡ଼ା ଅମୁହାଁ ଗଛ । ଗଛ ଡାଳରେ ଓହଳିଛି ଗୀତ ଫୁଲ ସବୁ ବାସ୍ନାରେ ବିସ୍ମୟ ବିଭୋର ମନ ସମୟର ଶକ୍ତ ଟାଣ ମୁଠାରେ ଚିରକାଳ ବନ୍ଦୀଥିବା ଦୁଃଖର ତାଡ଼ନା ଜୀବନ ଜିଇଁବାର ନିର୍ଦ୍ଦିଷ୍ଟତା ଭିତରେ ଅନେକ ଅମୃତ ଅନୁଭବ ଓ ଗତିଶୀଳ ସମୟର ନିର୍ଦ୍ଦିଷ୍ଟ ପରିଧି ଭିତରେ ଅନିର୍ଦ୍ଦିଷ୍ଟ ଆନନ୍ଦର ନିଜସ୍ୱତା ।</p><p>ଜଣେ ସଫଳ ଗୀତିକାର ତଥା ଅଜସ୍ର ସ୍ନେହ ଶ୍ରଦ୍ଧା ଓ ସମ୍ମାନର ଅଧିକାରୀ ଡ. ଦାଶଙ୍କର ଏହି ପଞ୍ଚଦଶ କବିତା ସଂକଳନଟି ନିଶ୍ଚିତ ଭାବେ ପାଠକୀୟ ସ୍ୱୀକୃତି ଲାଭ କରିବ ଏହା ନିଃସନ୍ଦେହ ।</p><p></p>
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.
downArrow

Details


LOOKING TO PLACE A BULK ORDER?CLICK HERE