Gopapura O Anyanya Kabita


Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

LOOKING TO PLACE A BULK ORDER?CLICK HERE

About The Book

<p>'ଗୋପପୁର' ଏକ ଚେତନା। ମାୟା ଓ ମାୟୋତ୍ତର ଦେହ ଓ ଦେହୋତ୍ତର ଚେତନାର ଚିନ୍ମୟ ଚିତ୍ରଶାଳା ହେଉଛି ଗୋପପୁର। ପ୍ରାଚ୍ୟ ଦର୍ଶନରେ ଏହି ଗୋପପୁରକୁ ବିବିଧ ସ୍ତରରେ ଶରୀର ଓ ଶାରୀରିକ ସତ୍ତାସହ ସଂଯୁକ୍ତ କରି ଦେଖାଯାଇଆସିଛି। ଅଳୀକ ଶରୀର ବା ପାର୍ଥିବ ନଶ୍ୱର ଶରୀର କଥା ଗୋପପୁର ରୂପକ ମାଧ୍ୟମରେ ଅନେକତ୍ର କୁହାଯାଇଥିଲା ବେଳେ ଅନ୍ୟତ୍ର ଏକ ଆତ୍ମିକ ଓ ଆଧ୍ୟାତ୍ମିକ ଉତ୍ତରଣ ବା ଦେହୋତ୍ତର ଉତ୍ତରଣ ଓ ଆତ୍ମ ଅନ୍ୱେଷଣ ଓ ଆତ୍ମୋପଲବ୍ôଧର ମାଧ୍ୟମ ଭାବରେ ଗ୍ରହଣ କରାଯାଇଛି। ତେବେ ସର୍ବୋପରି ଏହି 'ଗୋପପୁର'ର ସଂପର୍କ ମନ ମସ୍ତିଷ୍କ ଇନ୍ଦ୍ରିୟ ଅତୀନ୍ଦ୍ରିୟ ଦେଇ ଚରମ-ପରମ ସତ୍ୟ ଆଡ଼କୁ ନେଇଯାଉଥିବା ଏକ ପ୍ରବାହୀ ଚେତନା ସହ ରହିଛି ବୋଲି କୁହାଯାଇପାରେ। </p><p></p>
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
downArrow

Details