Haluka Manisha


LOOKING TO PLACE A BULK ORDER?CLICK HERE

Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

About The Book

ଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ The Unbearable Lightness of Being ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି ।ହାଲୁକା ମଣିଷ- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର ।
downArrow

Details