Hati Saja Kara
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

About The Book

କାହାଣୀ ଆଉ ଗୀତ ଭିତରର ଦିଆନିଆ ମତେ ଅକ୍ଷୟ ମହାନ୍ତି ଶିଖାଇଥିଲେ । ଆଠ ଲାଇନ୍] ଭିତରେ ଗୋଟିଏ ସମ୍ପୂର୍ଣ୍ଣ ଗପ କହିବାର ଗଣିତ ମଧ୍ୟ ସେ ହିଁ ଶିଖାଇଥିଲେ । ପ୍ରତିଟି ଗୀତ ଯେ କେବଳ ଋତୁ ଅବା ସୌନ୍ଦର୍ଯ୍ୟର ବର୍ଣ୍ଣନା ନୁହେଁ ତାପଛରେ ଥିବା ଗୋଟିଏ ଆହତ ବା ଅଭିଭୁତ ଚରିତ୍ରର ସଂଳାପ ଆଉ ସେ ସଂଳାପର ନିଷ୍ଠା କହିବାର ଅଲଗା ଢଙ୍ଗ ଯେ ତାକୁ ଆଧୁନିକ କରେ ଏକଥା ବି ସେଠୁ ଶିଖିଛି । ସେ ମୋତେ କହୁଥିଲେ ଦେବଦାସ ମୋ ଗୀତ ସବୁକୁ ତାରିଖ ଅନୁସାରେ ସଜେଇ ଦିଅ ତା ମୋର ଆତ୍ମଜୀବନୀ ହୋଇଯିବ । ମୁଁ ସଙ୍କୋଚ କରି ତାଙ୍କ ଆଢ଼ୁଆଳରେ ମୋ ଲେଖା ସବୁକୁ ସେମିତି ସଜେଇ ଦେଖିଲି ଯେ କଥାଟା ମୋ ପାଇଁ ବି ସତ । ସେ ମତେ ଲୋର୍]କା ଗାଲିବ୍] ଆଉ ଡିଲାନ୍] ଟମାସ୍] ପଢ଼ାଇ ବୁଝାଇଥିଲେ ଯେ ଗୀତ ଆଉ କବିତା ଭିତରେ କୌଣସି ଗୁଣଗତ ଫରକ ନାହିଁ । ଆଉ ଗୁଲ୍]ଜାର୍] ଇଜାଜତ୍] ଫିଲ୍ମ ପାଇଁ ମେରେ କୁଛ୍] ସାମାନ୍] ଲେଖିବାର ବହୁ ପୂର୍ବରୁ ସେ ମୋଠୁ ଲେଖାଇଥିଲେ ଅଦ୍ଭୁତ ଛନ୍ଦର କେତେ ଗଦ୍ୟ ଗୀତ । ବୋଉର ଭାଷା ଓ ଅକ୍ଷୟ ମହାନ୍ତିଙ୍କ ଢଙ୍ଗର ସମ୍ମିଶ୍ରଣରେ ତିଆରି ହୋଇଥିବା ହାତୀ ସଜକର ଏକା ସାଙ୍ଗରେ ଗୀତର ବହି ଆଉ କବିତାର ବହି ବି ।
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
downArrow

Details


LOOKING TO PLACE A BULK ORDER?CLICK HERE