Jain Darshan: Manana O Mimansha


LOOKING TO PLACE A BULK ORDER?CLICK HERE

Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

About The Book

ଆଚାର୍ଯ୍ୟ ମହାପ୍ରଜ୍ଞ ଆଠ ଦଶନ୍ଧିର ସୁଦୀର୍ଘ ସଂଯମ ସାଧନାରେ ନିମଗ୍ନ ଥାଇ ଅନେକ ଗୁଡ଼ିଏ ସୂକ୍ଷ୍ମ ରହସ୍ୟର ଅନାବରଣ କରିଯାଇଛି । ତାଙ୍କ ଜୀବନର ଏକ ସମାଧାୟକ ସୂତ୍ର ହେଉଛି- ରହୋ ଭୀତର ଜୀଓ ବାହର । ଜୀବନର ନବମ ଦଶକ ସଂପନ୍ନ ହେବାକୁ ଯାଉଥାଏ ଦଶମ ଦଶକରେ ପ୍ରବେଶର ପ୍ରସ୍ତୁତି ଚାଲିଥାଏ । ଏହି ମହାର୍ଘ ମୁହୂର୍ତ୍ତର ଅଭିନନ୍ଦନ ପାଇଁ ସମାଜ ବିବିଧ ସ୍ୱପ୍ନ ଦେଖୁଥାଏ । କିନ୍ତୁ ନିୟତି ସାମାଜ୍ୟରେ ଏକ ଭିନ୍ନ ନିୟତି ନିର୍ଦ୍ଧାରିତ ହୋଇ ସାରିଥାଏ । ଅକସ୍ମାତ ୯ ମେ ୨୦୦୯ ଦିନ ପ୍ରଖର ଦ୍ୱିପହରରେ ସେ ସଂସାରରୁ ପ୍ରୟାଣ କରିଦେଲେ । ତାଙ୍କ ଭୌତିକ ଶରୀର ହଜିଗଲା ରହିଗଲା ଜ୍ଞାନ ଶରୀର ଯଶଃ ଶରୀର ଓ ଅନୁଭବ ଶରୀର । ସେ ଆମ ସକାଶେ ଏକ ସମୃଦ୍ଧ ବୈଚାରିକ ଐତିହ୍ୟ ଛାଡ଼ି ଦେଇ ଯାଇଛନ୍ତି । ଆଗାମୀ ଶତାବ୍ଦୀ ଗୁଡ଼ିକ ନିଃସନ୍ଦେହ ଏହା ଦ୍ୱାରା ଲାଭାନ୍ୱିତ ହେବେ । ମହାପ୍ରଜ୍ଞ ଜନ୍ମ ଶତାବ୍ଦୀର ଐତିହାସିକ ଅବସରରେ ପ୍ରସ୍ତୁତ ଜୈନଦର୍ଶନ ମନନ ଓ ମୀମାଂସା ତାଙ୍କ ଦିବ୍ୟ ଚେତନା ସହିତ ସଂପର୍କର ସଶକ୍ତ ଆଲମ୍ବନ ସାଜିଲେ ତାଙ୍କ ପ୍ରତି ଯଥାର୍ଥ ଶ୍ରଦ୍ଧାଞ୍ଜଳି ହୋଇପାରନ୍ତା ।
downArrow

Details