Khetapurana


LOOKING TO PLACE A BULK ORDER?CLICK HERE

Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

About The Book

ନିଃସନ୍ଦେହରେ ଖେତପୁରାଣ ଅଖିଳଙ୍କ ଏକ ଅନବଦ୍ୟ କୃତି । ଏଥିରେ ସନ୍ନିହିତ ପ୍ରତେକ୍ୟଟି କବିତା କାହାଣୀ ଧର୍ମୀ । କବିତାର ଶବ୍ଦଚର୍ଯ୍ୟା ସରଳ ଓ ଲୌକିକତାରେ ସୌନ୍ଦର୍ଯ୍ୟବନ୍ତ । ଲକ୍ଷଣୀୟ ଭାବରେ ଏଥିରେ କଳାହାଣ୍ଡି ମାଟିର ଭାଷାର ମୂଳନିବାସୀ ସଂସ୍କୃତିର ସମସ୍ତ ସରଳ ମାଧୁର୍ଯ୍ୟକୁ ଭେଟିହୁଏ । ସର୍ବୋପରି କବିତାଗୁଡ଼ିକରେ ଲୋକଗୀତଛନ୍ଦର ସଫଳ ପ୍ରୟୋଗ ଓ ପ୍ରତିଫଳନ ଓଡ଼ିଆ ସାହିତ୍ୟ ପାଇଁ ଅବଶ୍ୟ ଦୃଷ୍ଟାନ୍ତମୂଳକ ଭାବରେ ଅଭିନବ ଶ୍ରୁତି ସୁଖଦ । ଖେତପୁରାଣ ପ୍ରଚଣ୍ଡ ପ୍ରତିସ୍ପର୍ଦ୍ଧା ସହ ନିମ୍ନଜନର ସାଂସ୍କୃତିକ ସୌନ୍ଦର୍ଯ୍ୟଶାସ୍ତ୍ରକୁ କେବଳ ରୁଦ୍ଧିମନ୍ତ କରେ ନାହିଁ ବ୍ରାହ୍ମଣ୍ୟବାଦୀ- ପୁଞ୍ଜିବାଦୀ ବ୍ୟବସ୍ଥା ବିରୁଦ୍ଧରେ ଏକ ଜୀବନ୍ତ ପ୍ରତିରୋଧକୁ ଆଗେଇ ନେବାର କାବ୍ୟିକ ସାମର୍ଥ୍ୟ ରଖେ । ଖେତପୁରାଣରେ ମୂଳନିବାସୀର ଅସ୍ମିତାବୋଧ ଏକ ଶ୍ରେଣୀ ସଂଘର୍ଷରେ ପ୍ରତିଷ୍ଠିତ ହୁଏ । ଏଥିରେ ସନ୍ନିହିତ ଯେକୌଣସି କବିତା ଆମୂଳଚୂଳ ଏହାର ସୁଦୃଷ୍ଟାନ୍ତ ଯାହା ସାଧାରଣ ପାଠକଟିଏ ମଧ୍ୟ ହୃଦ୍]ବୋଧ କରିପାରେ । ଯେତେବେଳେ କବିତା ପାଠକଠାରୁ ଦୂରେଇଯାଉଛି ବୋଲି ହୁରିପଡ଼ିଛି ଖେତପୁରାଣ ସେହି କୁଣ୍ଠିତ ଧାରା ବିପକ୍ଷରେ ଏକ ଶକ୍ତିଶାଳୀ ବିକଳ୍ପ ସୃଜନ ବୋଲି କୁହାଯାଇପାରେ । ଓଡ଼ିଆ କାବ୍ୟ ସାହିତ୍ୟରେ ଅଖିଳଙ୍କ ଏହି ସଂକଳନସ୍ଥ କବିତାଗୁଡ଼ିକ ଜନବାଦୀଧାରାର ଏକ ଏକ କ୍ଲାସିକ୍ ସୃଷ୍ଟି ରୂପରେ ନିଶ୍ଚୟ ଜନାଦୃତ ହେବ ।
downArrow

Details