Madhushala


LOOKING TO PLACE A BULK ORDER?CLICK HERE

Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

About The Book

କବିର ହୃଦୟ କେବଳ କବିର ନୁହେଁ । କବିର ହୃଦୟ ଅଙ୍କରେ ତ୍ରିକାଳ ଓ ତ୍ରିଭୁବନ ଶାୟିତ । ସୃଷ୍ଟି ଦୁଗ୍ଧପାନକାରୀ ଶିଶୁଟିଏ ପରି କ୍ରୀଡ଼ାରତ ଓ ପ୍ରଳୟ ଅବୋଧ ବାଳକଟିଏ ପରି ଦୁଷ୍ଟାମି କରୁଛି । କବିର ହୃଦୟ ପ୍ରାଙ୍ଗଣ ଶୂନ୍ୟପଥର ସଂଗୀତ ଅନିଳର ହସ ଓ ସମୁଦ୍ରର କ୍ରନ୍ଦନରେ ପ୍ରତିଧ୍ୱନିତ । ହୃଦୟ ମନ୍ଦିରରେ ଜୀବନମରଣ ଅବିରତ ଗତିରେ ନୃତ୍ୟରତ । ଏହିସବୁ କାରଣରୁ କବିର ହୃଦୟ ତରଳିବା ସହ ସମସ୍ତ ବିଶ୍ୱ ମାଦକ ମଦିରାରେ ପରିପ୍ଳାବିତ ହୋଇଉଠିଛି । ଜଳ ସ୍ଥଳ ଗଗନ ପବନ ଧରା ସମୁଦ୍ର ସ୍ୱର୍ଗ ନର୍କ ଜଡ ଚେତନ ରାତି ଦିନ ବନ ଉପବନ ନଦୀ ତଡାଗ ମିଳନ ବିରହ ପ୍ରଣୟ ସଂଘର୍ଷ ଆଶା ନିରାଶା ଜନ୍ମ ମୃତ୍ୟୁ - ସମସ୍ତ ବସ୍ତୁ ଯେଉଁମାନଙ୍କ ଅସ୍ତିତ୍ୱ ଏହି ବିଶ୍ୱରେ ଅଛି ସେ ସମସ୍ତ ଆଜି ମଧୁଶାଳା ମଧୁଶାଳା ପ୍ରତିଭାତ ହେଉଛି ।
downArrow

Details