Odia Samalochana Sahityara Nabadiganta


Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.

LOOKING TO PLACE A BULK ORDER?CLICK HERE

About The Book

<p>ଓଡ଼ିଆ ଭାଷା ଓ ସାହିତ୍ୟ କ୍ଷେତ୍ରରେ ଡକ୍ଟର ସ୍ୱପ୍ନାରାଣୀ ସିଂ (୧୯୯୦)ଙ୍କ ବିଶେଷ ପରିଚୟ ଓ ପ୍ରତିଷ୍ଠା ରହିଛି। ଅଧ୍ୟୟନ ଅଧ୍ୟାପନା ସହିତ ଉଚ୍ଚକୋଟୀର ଗବେଷଣା ହେଉଛି ତାଙ୍କର ସ୍ୱାତନ୍ତ୍ର‌୍ୟ। ପିଏଚ୍‌.ଡି. ମହାନିବନ୍ଧ '୧୯୮୦ ପରବର୍ତ୍ତୀ ଓଡ଼ିଆ ଓ ହିନ୍ଦୀ ଉପନ୍ୟାସରେ ନକ୍ସଲ ଚେତନା: ଏକ ତୁଳନାତ୍ମକ ଅଧ୍ୟୟନ' ଡକ୍ଟର ସିଂଙ୍କ ବିଶାଳ ଭାବବଳୟର ପରିଚାୟକ। ତାଙ୍କର ପ୍ରକାଶିତ ପୁସ୍ତକଗୁଡ଼ିକ ହେଲା- 'ଦିଗ ଓ ଦିଗ୍‌ବଳୟ' (୨୦୧୮) 'ପଞ୍ଚତନ୍ତ୍ରର ଓଡ଼ିଆ ଅନୁବାଦ' (୨୦୧୯) 'ଓଡ଼ିଆ ସାହିତ୍ୟରେ ଜନଜାତି ପ୍ରସଙ୍ଗ' (୨୦୧୯) 'ପାଶ୍ଚାତ୍ୟ ସାହିତ୍ୟିକ ଆନ୍ଦୋଳନ ଓ ତତ୍ତ୍ୱ: ସଂକ୍ଷିପ୍ତ ଆକଳନ' (୨୦୨୧) ତାଙ୍କ ସାଧନା ଓ ସିଦ୍ଧିର ଫଳଶ୍ରୁତି ଯାହା ବିପୁଳ ପାଠକୀୟତା ଅର୍ଜନ କରିଛି। ସଂପ୍ରତି ସେ ବିଶ୍ୱଭାରତୀ ଶାନ୍ତିନିକେତନରେ ଓଡ଼ିଆ ଭାଷା ଓ ସାହିତ୍ୟର ସହକାରୀ ପ୍ରଫେସର ଭାବରେ କାର୍ଯ୍ୟରତ।</p><p></p>
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Fast Delivery
Fast Delivery
Sustainably Printed
Sustainably Printed
downArrow

Details