Subarna Dwipara Kalinga Raja

About The Book

<p><span style=background-color: rgba(255 255 255 1); color: rgba(15 17 17 1)>ଏହି ପୁସ୍ତକଟି ପାଠକଙ୍କୁ ନେଇଯାଏ ଗଜପତି କପିଳେନ୍ଦ୍ରଦେବଙ୍କ ସହିତ ରାଜଧାନୀ କଟକର ବାରବାଟୀରୁ ତଦାନୀନ୍ତନ ଗମନାଗମନ ରାସ୍ତାର ଗଡ଼ଗୁଡିକରେ ରାତ୍ରିଯାପନ କରି ଗଜପତି ଜୀବନର ସମସ୍ତ ସାଫଲ୍ୟ କାହାଣୀ ଅବଗତ କରାଇ ପୁଣ୍ୟତୋୟା କୃଷ୍ଣାନଦୀ ତଟ ବିଜୟବାହୁଡା ଓଡ଼ିଆ ଗଡ଼କୁ । ଦିନେ ଯେ ସିଂହାସନରୁ ଅବତରଣ କରି ଗଜପତି ଛଅଜଣ ମହାପାତ୍ରଙ୍କ ସହିତ ବିଜୟବାହୁଡ଼ା ଗସ୍ତକରିବେ ଏବଂ ଅନ୍ତିମ ଶଯ୍ୟାରେ ନିଜର ସମସ୍ତ ଅଳଙ୍କାର ପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କରି ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିବେ ଏହା ବିଧିର ବିଧାନ ଥିଲା । ଏହା ସହିତ ଅନ୍ତର୍ନିହିତ ଥିଲା ଗଜପତି ପରିବାର ପାଇଁ ଦାୟାଦ ଚୟନରେ ଜଗନ୍ନାଥଙ୍କର ସ୍ୱପ୍ନାଦେଶର ଫଳାଫଳ ।</span></p><p></p>
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.
downArrow

Details


LOOKING TO PLACE A BULK ORDER?CLICK HERE