Surya Uinle Rati

About The Book

<p>କବିତା କ'ଣ ହୁଏତ ଜାଣିନଥିଲି ଏସବୁ ଲେଖିଲାବେଳେ । କାରଣ ଏଗୁଡ଼ିକର ରଚନା ବେଳକୁ ମୋ\'ର ବୟସ ତେର କି ଚଉଦରୁ ପନ୍ଦର-ଷୋହଳ ହେବ । ଏଣୁ ସୁଧୀ ପାଠକମାନେ ଏଗୁଡ଼ିକୁ ଲେଖକର ଭାବନାର ଶବ୍ଦରୂପ ବୋଲି ଭାବିନେବେ ବୋଲି ଅନୁରୋଧ । ମୋର ବି ଏଇୟା ଧାରଣା ଯେ କବିତା ଆବେଗ ଆଉ ଭାବନାର ବ୍ୟାପର ମାତ୍ର । ଶବ୍ଦମାନେ ତା'ର ସିନ୍ଦୁକ । ଶବ୍ଦ କେତେ ପ୍ରଗଳ୍‌ଭ ହେବ ସେ କଥାର ବିଚାରଶକ୍ତି ମୋର ନାହିଁ । ଥିଲେ ହୁଏତ ଆଉ କିଛି ହୋଇଥାଆନ୍ତା । ତେବେ ମନକୁ ଯାହା ଆସିଛି ଲେଖିଛି । ଏହା ଉତ୍ତରରେ ଉତ୍ତରଦେବା ଦାୟିତ୍ୱ ଆପଣମାନଙ୍କର । ଆଶା ଓ ବିଶ୍ୱାସ ଯେ ଓଡ଼ିଆ ସାରସ୍ୱତ ଜଗତରେ ଏହି ସବୁ କବିତା ଅଦ୍ୱିତୀୟ ହୋଇ ନପାରିଲେ ସୁଦ୍ଧା ଅଥବା ସାରସ୍ୱତ ଜଗତକୁ ସମୃଦ୍ଧ କରିନପାରିଲେ ସୁଦ୍ଧା ନିଶ୍ଚିତରୂପେ ସୁଧୀ ଓ ସାଧୁଜନଙ୍କୁ ଆନନ୍ଦ ବଣ୍ଟନ କରିବ । </p><p></p>
Piracy-free
Piracy-free
Assured Quality
Assured Quality
Secure Transactions
Secure Transactions
Delivery Options
Please enter pincode to check delivery time.
*COD & Shipping Charges may apply on certain items.
Review final details at checkout.
downArrow

Details


LOOKING TO PLACE A BULK ORDER?CLICK HERE